ଏହିସବୁ ଜିଲ୍ଲାରେ ହୋଇପାରେ ଧୂଳିଝଡ଼, ବଜ୍ରପାତ ସହ ହାଲ୍‌କା ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 19, 2019

ଏହିସବୁ ଜିଲ୍ଲାରେ ହୋଇପାରେ ଧୂଳିଝଡ଼, ବଜ୍ରପାତ ସହ ହାଲ୍‌କା ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କେତେକ ସ୍ଥାନରେ ଧୂଳିଝଡ଼ ସହ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଡ଼ଘଡ଼ି ମଧ୍ୟ ମାରିବ। ସେଥିପାଇଁ ୧୦ଟି ଜିଲ୍ଲାକୁ ଦିନ ୧୧ଟା ୧୫ଯାଏ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୋଳ, କଟକ, ଖୋର୍ଦ୍ଧା ଓ ନୟାଗଡ଼।



from Odisha Reporter http://bit.ly/2XnebVK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages