୬ ଜୁନ୍‌,ଗୁରୁବାର: ଘରକୁ ଅତିଥି ଆସିପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 5, 2019

୬ ଜୁନ୍‌,ଗୁରୁବାର: ଘରକୁ ଅତିଥି ଆସିପାରନ୍ତି

ମେଷ: ଶରୀର ଫୂର୍ତ୍ତି ରହିବ। ବନ୍ଧୁଙ୍କଠାରୁ ଉପହାର ପାଇ‍ବେ। ଆର୍ଥିକ ସ୍ଥିତି ଭଲ ରହିବ।

ବୃଷ: ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମିଠା କଥା କହି ଲୋକଙ୍କ ମନ ଜିତିବେ।

ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ପାଣି ଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଘରେ ହସଖୁସିର ବାତାବରଣ ରହିବ।ମନ ଖୁସି ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ । ନୂତନ ବସ୍ତ୍ର କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଅନୈତିକ କାର୍ଯ୍ୟ ଠାରୁ ଦୂରେଇ ରୁହନ୍ତୁ। ଯାନବାହନ କିଣିପାରନ୍ତି।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବିବାହ ସ୍ଥିର ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

ମକର: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳାତା ପାଇବେ । ଅଳସୁଆ ଅନୁଭବ କରିବେ। ଶରୀର ସୁସ୍ଥ ରହିବ।

କୁମ୍ଭ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମୀନ: ମାନ-ସମ୍ମାନ ମିଳିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମାଲି ମକଦ୍ଦମାରେ ବିଜୟୀ ହେବେ।



from Odisha Reporter http://bit.ly/2IfZMRm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages