ସଂସଦକୁ ସମ୍ବୋଧନ କରିବେ ରାଷ୍ଟ୍ରପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 19, 2019

ସଂସଦକୁ ସମ୍ବୋଧନ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ଉଭୟ ସଦନକୁ ଏକା ସାଙ୍ଗରେ ସମ୍ୱୋଧନ କରିବେ। ସକାଳ ୧୧ଟାରେ ସଂସଦର ସେଣ୍ଟ୍ରାଲ ହଲରେ ରାଷ୍ଟ୍ରପତି ନିର୍ବାଚିତ ସରକାରଙ୍କ ଉଦ୍ଦେଶ୍ୟରେ ପ୍ରଥମ ଅଭିଭାଷଣ ରଖିବେ।

ରାଷ୍ଟ୍ରପତି ନିଜ ଅଭିଭାଷଣରେ ସରକାରର ଆଭିମୁଖ୍ୟ, ଏଜେଣ୍ଡା ଏବଂ ଆଗାମୀ ଯୋଜନା ବାବଦରେ ଗୃହକୁ ଅବଗତ କରାଇବେ।

ଏଥିସହ ଆଜିଠାରୁ ରାଜ୍ୟସଭା ଅଧିବେଶନ ଆରମ୍ଭ ହେଉଛି। ୨୬ ଜୁଲାଇ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ।



from Odisha Reporter http://bit.ly/2xaYQZn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages