ଦିନ ୧୧ଟା ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 29, 2019

ଦିନ ୧୧ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୮ଟି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୧ ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାବାସୀଙ୍କୁ  ସତର୍କ ରହିବାକୁ କୁହାଯାଉଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଓ ଯାଜପୁର।

 

 



from Odisha Reporter https://ift.tt/2ZYaenQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages