ଅଜଣା ଗାଡ଼ି ଧକ୍କାରେ ଦୁଇ ଭଉଣୀ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 2, 2019

ଅଜଣା ଗାଡ଼ି ଧକ୍କାରେ ଦୁଇ ଭଉଣୀ ମୃତ

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ସଦର ଥାନା ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ନିବେଦିତା ଦାଶ ଓ ପଙ୍କଜିନୀ ଦାଶ। ସେମାନଙ୍କ ଘର ରାଇସୁଆଁ ଗାଁରେ।

ପ୍ରତିଦିନ ଭଲି ଆଜି ସକାଳେ ଦୁଇ ଭଉଣୀ ପ୍ରାତଃ ଭ୍ରମଣ ପାଇଁ ଘରୁ ବାହାରିଥିଲେ । ହେଲେ ପଛ ପଟୁ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଦୁଇ ଭଉଣୀଙ୍କ ମୃତୁ ଘଟିଛି।

ପୁଲିସ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ଘଟଣାର ତଜନ୍ତ ଜାରି ରଖିଛି ।



from Odisha Reporter http://bit.ly/2Kj3LQ1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages