ଦୁଇ ପିକ୍ ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା, ୫ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 19, 2019

ଦୁଇ ପିକ୍ ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା, ୫ ମୃତ

ରାୟପୁର: ଛତିଶଗଡର ବିଜାପୁର ଜିଲ୍ଲାରେ ଗତକାଲି ବିଳମ୍ୱିତ ରାତ୍ତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ପିକ୍ ଅପ୍ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏଥିରେ  ୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି।

ବିଜାପୁର ଜିଲ୍ଲାର ନେଲଶନର ପୁଲିସ ଏହି ସୂଚନା ଦେଇଛି। ତେବେ ଖବର ଲେଖା ହେବା ସୁଦ୍ଧା ଦୁର୍ଘଟଣାର କାରଣ ଏବଂ ମୃତକଙ୍କ ପରିଚୟ ବାବଦରେ କିଛି ସୂଚନା ମିଳି ପାରି ନାହିଁ।


from Odisha Reporter http://bit.ly/2ZCLlhh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages