ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୫ଟି ଜିଲ୍ଲାରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ମାରିବ ଓ ହାଲ୍କା ବର୍ଷା ବି ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଏଥିପାଇଁ ଦିନ ୧୧ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଅଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦୁଝର।
from Odisha Reporter http://bit.ly/31yGdgg
No comments:
Post a Comment