୧୬ ଜୁନ୍‌, ରବିବାର: ମନ ବିଚଳିତ ରହିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 15, 2019

୧୬ ଜୁନ୍‌, ରବିବାର: ମନ ବିଚଳିତ ରହିବ

ମେଷ: ମନ ବିଚଳିତ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ବୃଷ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଶୁଭ ଖବର ଶୁଣି ପାରନ୍ତି।

ମିଥୁନ: ଅଳସୁଆ ଅନୁଭବ କରିବେ। ଅଟକି  ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଦିନଟି ଖୁସିରେ କଟିବ। ଉପହାର ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ।

ସିଂହ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି।

ତୁଳା: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।  ସହକର୍ମୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଆର୍ଥିକ ସ୍ଥିତି ଭଲ ରହିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ପାଣି ଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ। ଆଧ୍ୟାତ୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ।



from Odisha Reporter http://bit.ly/2MPe7tK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages