ରାସ୍ତାରୁ ମିଳିଲା ଅଧ୍ୟାପକଙ୍କ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 29, 2019

ରାସ୍ତାରୁ ମିଳିଲା ଅଧ୍ୟାପକଙ୍କ ମୃତଦେହ

ବ୍ରହ୍ମପୁର(ଅଶୋକ ବ୍ରହ୍ଣା): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ବିରୁଳିଗଡ଼ ରାସ୍ତାରୁ ଜଣେ ଅଧ୍ୟାପକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅଶ୍ୱିନୀ କୁମାର ମିଶ୍ର। ସେ ରମ୍ଭା ସ୍ଥିତ ଜଗନ୍ନାଥ ମହାବିଦ୍ୟାଳୟରେ ଅଧ୍ୟାପକ ଥିଲେ।

ଅଶ୍ୱିନୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ସେହିଭଳି ତାଙ୍କର ଗୋଟିଏ ଗୋଡ଼ ଉପରେ ତାଙ୍କ ବୁଲେଟ୍‌ ପଡ଼ିଥିଲା। ଦୁର୍ଘଟଣା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି ନା ତାଙ୍କୁ ହତ୍ୟା କରାଯାଇଛି, ତାହା ସ୍ପଷ୍ଟ ହୋଇନି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ରମ୍ଭା ଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2NnOUXJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages