ସକାଳ ୮ ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 30, 2019

ସକାଳ ୮ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ରାଜ୍ୟର ୧୫ଟି ଜିଲ୍ଲା ସମେତ ଭୁବନେଶ୍ୱରରେ ବଜ୍ରପାତ ସହ ଅବିରତ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୮ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ,ଦେବଗଡ଼, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କଟକ ଓ ପୁରୀ।

 



from Odisha Reporter https://ift.tt/2FJZaDn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages