୯ ଜୁନ୍, ରବିବାର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 8, 2019

୯ ଜୁନ୍, ରବିବାର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ

ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଯାନବାହାନ କିଣିବାର ଯୋଗ ରହିଛି।

ସିଂହ:  କାର୍ଯ୍ୟକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ । ଲାଗି ରହିଥିବା ସମସ୍ୟା ଦୂର ହେବ। ମନରେ ଉତ୍ସାହ ବଢ଼ିବ।

କନ୍ୟା: ଅଳସୁଆ ଅନୁଭବ କରିବେ। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: ବ୍ୟସ୍ତତା ଭିତରେ ଦିନଟି କଟିବ। ଭାଇଭଉଣୀଙ୍କ ସହ ଖୁସିରେ ଦିନଟି କାଟିବେ। ମାନ-ସମ୍ମାନ ମିଳିବ।

ଧନୁ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆୟଠାରୁ ବ୍ୟୟ ଅଧିକ ହେବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମକର: ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ।

କୁମ୍ଭ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବିବାହ ସ୍ଥିର ହୋଇପାରେ । ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମୀନ:  ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।



from Odisha Reporter http://bit.ly/2Xy2bxx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages