ଜଣେ ଯବାନ ସହିଦ, ୪ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 1, 2019

ଜଣେ ଯବାନ ସହିଦ, ୪ ଆହତ

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ଝାଡ଼ଖଣ୍ଡର ଦୁମକାରେ ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ଆଉ ୪ ଜଣ ଆହତ ହୋଇଛନ୍ତି।

ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଏହି ଗୁଳି ବିନିମୟରେ ୪ରୁ ୫ ଜଣ ନକ୍ସଲ ଆହତ ହୋଇଥିବା ଜଣାପଡ଼ିଛି। ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

 



from Odisha Reporter http://bit.ly/2WDEI0w

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages