୨୪ ଜୁନ୍‌,ସୋମବାର: ଧନପ୍ରାପ୍ତି ଯୋଗ ରହିଛି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 23, 2019

୨୪ ଜୁନ୍‌,ସୋମବାର: ଧନପ୍ରାପ୍ତି ଯୋଗ ରହିଛି

ମେଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଲାଗି ରହିଥିବା ସମସ୍ୟାର ସମାଧାନ ହୋଇପାରେ। ଆୟଠାରୁ ବ୍ୟୟ ଅଧିକ ହେବ।

ବୃଷ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଗଣେଶଙ୍କୁ ପୂଜା କରନ୍ତୁ।

ମିଥୁନ: ଦିନଟି ଭଲରେ କଟିବ। ଘରକୁ ଅତିଥି ଆସି ପାରନ୍ତି। ପରିଶ୍ରମର ଫଳ ମିଳିବ।

କର୍କଟ: ଧନପ୍ରାପ୍ତି ଯୋଗ ରହିଛି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କାହାକୁ ଉଧାର ଦିଅନ୍ତୁ ନାହିଁ।

ସିଂହ: ମାନ-ସମ୍ମାନ ମିଳିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷାରେ ସଫଳତା ମିଳିବ।

କନ୍ୟା: ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ବାଧା ସୃଷ୍ଟି ହୋଇପାରେ। ବୁଝି-ବିଚାରି ନିଷ୍ପତ୍ତି ନିଅନ୍ତୁ।

ତୁଳା: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମନ ଖୁସି ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ବିଚ୍ଛା: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟରେ ଲାଭ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ଧନୁ: ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମକର: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ପରିବାର ସଦସ୍ୟଙ୍କ ସହ ଆନନ୍ଦରେ ସମୟ ବିତାଇବେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମୀନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଘରେ ସୁଖ ଶାନ୍ତିର ପରିବେଶ ରହିବ। ଆର୍ଥିକ ସ୍ଥିତି ଭଲ ରହିବ।



from Odisha Reporter http://bit.ly/2ZHByqk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages