୧୫ ଜୁନ୍‌, ଶନିବାର: ଆତ୍ମବିଶ୍ୱାସ ବଢ଼ିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 14, 2019

୧୫ ଜୁନ୍‌, ଶନିବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ।

ବୃଷ: ସାଙ୍ଗମାନଙ୍କ ସହ କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି। ଜୀବନସାଥୀର ସହଯୋଗ ମିଳିବ।

ମିଥୁନ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗଣେଶଙ୍କୁ ପୂଜା କରନ୍ତୁ।

କର୍କଟ: ବଡ଼ ଭାଇ କିମ୍ବା ଅନ୍ୟ ଗୁରୁଜନଙ୍କ ସହଯୋଗ ମିଳିବ। କୌଣସି ସ୍ଥାନକୁ ଯିବାକୁ ଥିଲେ, ନିଷ୍ପତ୍ତିରେ ପରିବର୍ତ୍ତନ କରନ୍ତୁ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ସିଂହ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ସ୍ୱାସ୍ଥ୍ୟ ଭଲ ରହିବ। ଦୂର ଯାତ୍ରାର ଯୋଗ ରହିଛି।

କନ୍ୟା: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ସ୍ୱାସ୍ଥ୍ୟ ଭଲ ରହିବ। ଦୂର ଯାତ୍ରାର ଯୋଗ ରହିଛି।

ତୁଳା: ପ୍ରେମ ବ୍ୟପାରରେ ସଫଳତା ମିଳିବ। ବ୍ୟସ୍ତତା ଭିତରେ  ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ଯାତ୍ରା କରିପାରନ୍ତି। ବିଦ୍ୟାର୍ଥୀମାନେ ପାଠପଢ଼ାରେ ମନ ବଳାଇବେ। ଆତ୍ମବିଶ୍ୱାସ ବଢ଼ିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ଧନୁ: ଆଜି ଦିନରେ ଅଧିକ ପରିଶ୍ରମ କରିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ଈଶ୍ୱରଙ୍କୁ ପୂଜା କରନ୍ତୁ।

ମକର: ଆଜି କାହାକୁ ଋଣ ଦିଅନ୍ତୁ ନାହିଁ। ପଡୋଶୀଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ମା’ଙ୍କ ସହଯୋଗ ମିଳିବ।

କୁମ୍ଭ: ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ମାନ-ସମ୍ମାନ ବଢ଼ିବ। ଚାକିରିକ୍ଷେତ୍ରରେ ପଦୋନ୍ନତି ହୋଇପାରେ।

ମୀନ: ଆଇନଗତ ମାମଲାରେ ବିଜୟୀ ହେବେ। ଘରକୁ ଅତିଥି ଆସିପାରନ୍ତି। ମନ ଫୂର୍ତ୍ତି ରହିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।



from Odisha Reporter http://bit.ly/2IhWtuj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages