ଖଣି ଓ ଡ୍ରଗ ମାଫିଆଙ୍କ ସହ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍ ମୁହାଁମୁହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 29, 2019

ଖଣି ଓ ଡ୍ରଗ ମାଫିଆଙ୍କ ସହ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍ ମୁହାଁମୁହିଁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ସହର ସ୍ଥିତ ଏଲ୍ଆଇସି ପଡ଼ିଆ ନିକଟରେ ଗତକାଲି ରାତି ପ୍ରାୟ ସାଢ଼େ ନଅଟା ମଧ୍ୟରେ ଏନ୍‌କାଉଣ୍ଟର ହୋଇଥିଲା। ଖଣି ଓ ଡ୍ରଗ୍‌ ମାଫିଆଙ୍କ ସହ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ ଅଧିକାରୀଙ୍କ ଗୁଳି ବିନିମୟ ହୋଇଥିଲା।

ଏଥିରେ ଜଣେ ଦୁର୍ବୃତ୍ତକୁ ଗିରଫ କରାଯାଇଥିଲା ବେଳେ ୩ରୁ ୪ ଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିଲେ। ଫେରାର୍ ହୋଇଯାଇଥିବା ଦୁର୍ବୃତ୍ତଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।

ଗୁଳି ବିନିମୟ ସମୟରେ କ୍ରାଇମବ୍ରାଞ୍ଚର ୩ ଜଣ ଅଧିକାରୀ ଆହତ ହୋଇଛନ୍ତି ।



from Odisha Reporter https://ift.tt/2XcUifE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages