ଯୁବକଯୁବତୀଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 13, 2019

ଯୁବକଯୁବତୀଙ୍କ ମୃତଦେହ ଉଦ୍ଧାର

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ଗାଁରେ ଏକ ବିଲରୁ ଜଣେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ଯୁବକଙ୍କ ମୃତଦେହ ବିଲରେ ଥିବା ଗଛରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ଯୁବତୀଙ୍କ ମୃତଦେହ ତଳେ ପଡ଼ିଥିଲା। ମୃତକଦ୍ୱୟ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।
ଆଜି ସକାଳେ ଉଭୟଙ୍କ ମୃତଦେହ ବିଲରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ।
ଆମପାଣି ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଏହା ଏକ ପ୍ରେମ ଜନିତ ଘଟଣା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2IeNF8m

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages