୨୪ଟି ଜିଲ୍ଲାରେ ହୋଇପାରେ ଧୂଳିଝଡ଼ ଓ ବର୍ଷା, ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 12, 2019

୨୪ଟି ଜିଲ୍ଲାରେ ହୋଇପାରେ ଧୂଳିଝଡ଼ ଓ ବର୍ଷା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଧୂଳିଝଡ଼ ଓ ବର୍ଷା ହେବ। ଏପରିକି ଘଡଘଡ଼ି ମାରିବାର ଆଶଙ୍କା ରହିଛି। ଏଥିପାଷା୨୪ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।
ଆଜି ସକାଳ ୮ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ସୂଚନା ଜାରି କରାଯାଇଛି।

ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼,ଜଗତସିଂହପୁର, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ବୌଦ୍ଧ, କନ୍ଧମାଳ, ବରଗଡ଼, ବାଲେଶ୍ୱର, ପୁରୀ ଓ ଝାରସୁଗୁଡ଼ା।



from Odisha Reporter http://bit.ly/2KeTdSM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages