କାଳିଆଙ୍କ ମୁଣ୍ଡଗଣ୍ଡି ଅଲଗା କରିଦେଲା ହାତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 14, 2019

କାଳିଆଙ୍କ ମୁଣ୍ଡଗଣ୍ଡି ଅଲଗା କରିଦେଲା ହାତୀ

ଆଠଗଡ଼( ନୀଳକଣ୍ଠ ଦୋରା): ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ତିଗିରିଆ ରେଂଜ ହରିଡାପଶି ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗାଁର କାଳିଆ ବେହେରା। ତାଙ୍କ ବୟସ ୪୦ ବର୍ଷ ବୋଲି ଜଣାପଡ଼ିଛି।

ଆଜି ସକାଳେ କାଳିଆ ବାହାରକୁ ଶୌଚ ପାଇଁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଦଳି ଦେଇଥିଲା। ଫଳରେ କାଳିଆଙ୍କ ମୁଣ୍ଡଗଣ୍ଡି ଅଲଗା ହୋଇଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇଁ ବନ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।



from Odisha Reporter http://bit.ly/2ILvvtU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages