ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦେହରେ ଲାଗି ହେବ ଫୁଲୁରି ତେଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 21, 2019

ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦେହରେ ଲାଗି ହେବ ଫୁଲୁରି ତେଲ

ପୁରୀ(ମଧୁସୂଦନ ମିଶ୍ର): ଦିବ୍ୟସ୍ନାନ ପରେ ଜ୍ୱରରେ ପଡ଼ିଥିବା ଶ୍ରୀଜିଉଙ୍କର ଅଣସର ଘରେ ଚାଲିଛି ଗୁପ୍ତ ସେବା। ଆଜି ଅଣସର ପଞ୍ଚମୀ ଥିବାରୁ ମହାପ୍ରଭୁଙ୍କୁ ଫୁଲୁରି ତେଲ ଲାଗି କରାଯିବ। ଏହାପରେ ମହାପ୍ରଭୁଙ୍କ ଜ୍ୱର କିଛିମାତ୍ରାରେ ଉପଶମ ହୋଇଥାଏ ବୋଲି ବିଶ୍ୱାସ ରହିଛି।
ବଡ଼ ଓଡ଼ିଆ ମଠ ପକ୍ଷରୁ ଏହି ଫୁଲୁରି ତେଲ ପ୍ରସ୍ତୁତ କରାଯାଇଛି। ଘସାପେଡ଼ା ରାଶିତେଲରେ ସୁବାସିତ ଫୁଲ ଓ ଔଷଧୀୟ ଚେରମୂଳୀରେ ଏହାକୁ ପ୍ରସ୍ତୁତ କରାଯାଇଛି।

ଦଇତାପତିମାନେ ଏହି ଫୁଲୁରି ତେଲକୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ମାଲିସ କରିବେ।



from Odisha Reporter http://bit.ly/2xirYhL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages