ଖରାଛୁଟି ପରେ ଆଜିଠୁ ଖୋଲିବ କଲେଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 17, 2019

ଖରାଛୁଟି ପରେ ଆଜିଠୁ ଖୋଲିବ କଲେଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖରାଛୁଟି ପରେ ଆଜିଠାରୁ ଖୋଲିବ ସମସ୍ତ କଲେଜ। ତେବେ ଆସନ୍ତା ୨୦ ତାରିଖରୁ ପାଠପଢା ଆରମ୍ଭ ହେବ।
ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ନାମଲେଖା ଚାଲିଥିବାରୁ ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଠା ଆରମ୍ଭ ହେବ। ସେହିପରି ଯୁକ୍ତ ତିନି ଦ୍ୱିତୀୟ ଓ ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢା ୨୦ ତାରିଖରୁ ଆରମ୍ଭ ହେବ। ଚଳିତ ବର୍ଷ ସାଧାରଣ ନିର୍ବାଚନ ଯୋଗୁ ସମସ୍ତ କଲେଜରେ ପରୀକ୍ଷା ଶୀଘ୍ର ହୋଇଯାଇଥିଲା। ଏହାପରେ ସମସ୍ତ କଲେଜ ବନ୍ଦ ରହିଥିଲା।



from Odisha Reporter http://bit.ly/2WPSitQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages