ଦୂତିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 10, 2019

ଦୂତିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇଟାଲିର ନାପୋଲିଠାରେ ବିଶ୍ୱ ବିଶ୍ୱ ବିଦ୍ୟାଳୟ କ୍ରୀଡ଼ାରେ ଚମତ୍କାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ହାସଲ କରିଥିବା ଦୌଡ଼ରାଣୀ ଦୂତି ଚାନ୍ଦଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ଜଣେ ବିରଳ ପ୍ରତିଭାବାନ ଆଥଲେଟଙ୍କ ଅନନ୍ୟ ସଫଳତା ବୋଲି ମୋଦି ଟ୍ୱିଟ୍‌ କରିଛନ୍ତି। ମହିଳା ୧୦୦ ମିଟର ଦଉଡ଼ରେ ନିଜର କମାଲ ଦେଖାଇ କଠିନ ବିଜୟ ହାସଲ କରିଛନ୍ତି ।ଦୂତି ଭାରତକୁ ଗୌରାବନ୍ନିତ କରିଛନ୍ତି ବୋଲି ମୋଦି ଲେଖିଛନ୍ତି।

ଦୂତି ସେଠାରେ ୧୧.୩୨ ସେକେଣ୍ଡରେ ୧୦୦ ମିଟର ଦଉଡ଼ରେ କମାଲ ଦେଖାଇ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଏହି ପ୍ରତିଯୋଗିତା‌ ପାଇଁ ନାପୋଲି ଯାଇଥିବା ଭାରତୀୟ ଦଳରେ ଦୂତି ହେଉଛନ୍ତି ଏକମାତ୍ର ଓଡ଼ିଆ ଖେଳାଳି ।



from Odisha Reporter https://ift.tt/2XAWLFY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages