ପାଟକୁରା ଫଳାଫଳ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 23, 2019

ପାଟକୁରା ଫଳାଫଳ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ପାଟକୁରା ବିଧାନସଭା ଆସନ ପାଇଁ  ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି।  ବର୍ତ୍ତମାନ ସୁଦ୍ଧା ପ୍ରଥମ ରାଉଣ୍ଡ ଭୋଟ ଗଣତି ସରିଯାଇଛି। ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ ରହିଛି।। ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ର ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲଙ୍କଠାରୁ ୩୦୨୭ ଭୋଟରେ ପଛରେ ଅଛନ୍ତି।

ପ୍ରଥମ ରାଉଣ୍ଡରେ ସାବିତ୍ରୀ ଅଗ୍ରୱାଲଙ୍କୁ ୬୮୩୫ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ବିଜେପିର ବିଜୟ ମହାପାତ୍ରଙ୍କୁ ୩୮୦୮ ଖଣ୍ଡ ଭୋଟ୍‌ ମିଳିଛି।

କେନ୍ଦ୍ରାପଡ଼ା ସ୍ୱଂୟ ଶାସିତ କଲେଜରେ ଭୋଟ୍‌ ଗଣତି ଚାଲିଛି। ଭୋଟ୍  ଗଣତି ପାଇଁ ୧୮ଟି ଟେବୁଲର ବ୍ୟବସ୍ଥା କରାଯାଇଛି।



from Odisha Reporter https://ift.tt/2Yfc7eC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages