ଆଜି ମହାକାଶକୁ ଯିବ ଚନ୍ଦ୍ରଯାନ-୨ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 21, 2019

ଆଜି ମହାକାଶକୁ ଯିବ ଚନ୍ଦ୍ରଯାନ-୨

ନୂଆଦିଲ୍ଲୀ: ଆଜି ଚନ୍ଦ୍ରଯାନ-୨ର ଉତ୍‌କ୍ଷେପଣ ହେବ। ଦିନ ୨ଟା ୪୩ ମିନିଟରେ ଚନ୍ଦ୍ରଯାନ-୨କୁ ନେଇ ଜହ୍ନ ରାଇଜକୁ ଯାତ୍ରା କରିବ ସବୁଠାରୁ ଶକ୍ତିଶାଳୀ ୬୪୦ ଟନ୍ ଓଜନ ବିଶିଷ୍ଟ GSLV ମାର୍କ -3 ରକେଟ୍ ‘ବାହୁବଳୀ’।

ଗତ ୧୫ ତାରିଖରେ ଏହି ମିଶନ୍‌ ହେବାର ଥିଲା। ହେଲେ ଶେଷ ମୁହୂର୍ତ୍ତରେ କ୍ରାଓଜେନିକ ଇଞ୍ଜିନରେ ତ୍ରୁଟି ଯୋଗୁ ଉତ୍‌କ୍ଷେପଣକୁ ସ୍ଥଗିତ ରଖାଯାଇଥିଲା। ସେହି ତ୍ରୁଟିକୁ ସଜଡ଼ାଯାଇଛି। ଏଥିସହ  ଉତ୍‌କ୍ଷେପଣର ରିହର୍ସଲ ମଧ୍ୟ ତ୍ରୁଟିଶୂନ୍ୟ ଥିବା ଇସ୍ରୋ ଅଧ୍ୟକ୍ଷ କେ. ଶିବମ୍ କହିଛନ୍ତି। ତେଣୁ ମିଶନ୍ ଚନ୍ଦ୍ରଯାନ-୨ ପାଇଁ ଇସ୍ରୋ ପୂରା ପ୍ରସ୍ତୁତ ରହିଛି।

ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟାର ସତୀଶ ଧଓ୍ୱନ୍ ମହାକାଶ କେନ୍ଦ୍ରରୁ ଚନ୍ଦ୍ରଯାନ-୨କୁ ନେଇ ‘ବାହୁବଳୀ’ ଯାତ୍ରା ଆରମ୍ଭ କରିବ।

 



from Odisha Reporter https://ift.tt/2Oa7zGO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages