ଉତ୍କଳ, ରମାଦେବୀ ଓ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ନୋଟିସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 1, 2019

ଉତ୍କଳ, ରମାଦେବୀ ଓ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ନୋଟିସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ତିନିଟି ବିଶ୍ୱବିଦ୍ୟାଳୟକୁ ନୋଟିସ୍ କରାଯାଇଛି। ଉତ୍କଳ, ରମାଦେବୀ ଏବଂ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳ ସଚିବଙ୍କୁ ନୋଟିସ କରାଯାଇଛି। ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ ପକ୍ଷରୁ ମିଳିଥିବା ସହାୟତା ରାଶିକୁ ସଠିକ୍ ଉପାୟରେ ଖର୍ଚ୍ଚ ହୋଇନି କିମ୍ବା ଖର୍ଚ୍ଚ ହୋଇଥିଲେ ବି କାମ ମନ୍ଥର ଗତିରେ ଚାଲିଥିବାକୁ ନେଇ ଏହି ନୋଟିସ୍ ହୋଇଛି।

ଏହି ତିନି ବିଶ୍ୱବିଦ୍ୟାଳୟକୁ RUSA ଗ୍ରାଣ୍ଟ ଦ୍ୱାରା କ୍ୟାମ୍ପସର୍ ଉନ୍ନୟନ ପାଇଁ ଅର୍ଥ ରାଶି ପ୍ରଦାନ ହୋଇଥିଲା। ତେବେ ତାହା ଠିକ୍ ଭାବରେ ହୋଇନଥିବା ଅଭିଯୋଗ ହୋଇଛି। ଏନେଇ ବିଭାଗ ପକ୍ଷରୁ ଏକ ଟିମ୍ ଯାଞ୍ଚ କରିବା ପରେ ରିପୋର୍ଟ ପ୍ରଦାନ କରିଥିଲା। ଯାହାକୁ ଅଧାର କରି ତିନି ବିଶ୍ୱବିଦ୍ୟାଳୟଳ କୁଳ ସଚିବ ଏବଂ R & Bର ମୁଖ୍ୟ ଯନ୍ତ୍ରୀଙ୍କୁ ଚିଠି କରାଯାଇଛି।



from Odisha Reporter https://ift.tt/2Xg3e4f

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages