ଯାଜପୁର(ଗୁଲାମ ଗସ୍): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ନିକଟରେ ବେଆଇନ ଭାବେ ଚାଲାଣ ହେଉଥିବା ଏକ ଗୋରୁ ବୋଝେଇ କଣ୍ଟେନର ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ୫ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ରାତି ପ୍ରାୟ ୩ଟା ବେଳେ କଣ୍ଟେନରଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପିଡ଼ିଥିଲା। ଖୋର୍ଦ୍ଧାରୁ ୪୫ଟି ଗୋରୁ ନେଇ କଣ୍ଟେନରଟି କୋଲକତା ଯାଉଥିଲା। ଖବର ପାଇଁ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
from Odisha Reporter https://ift.tt/2Z5ascR
No comments:
Post a Comment