ଟ୍ରେଲର ଓ ଟ୍ରକ୍ ମୁହାଁମୁହିଁ ଧକ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 11, 2019

ଟ୍ରେଲର ଓ ଟ୍ରକ୍ ମୁହାଁମୁହିଁ ଧକ୍କା

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥର ମନମୁଣ୍ଡା ନିକଟରେ ଏକ ଟ୍ରେଲର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ସୋନପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମୃତକଙ୍କ ପରିଚୟ ମିଳିପାରି ନାହିଁ। ଜଣେ ଆହତଙ୍କ ଦୁଇ ଗୋଡ଼ କଟିଯାଇଛି।

ଆଜି ଭୋର ପ୍ରାୟ ୫ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ମନମୁଣ୍ଡା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।



from Odisha Reporter https://ift.tt/2G7g2Uw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages