ଲାଞ୍ଚ ନେଉଥିଲେ, ଧରାପଡ଼ିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 21, 2019

ଲାଞ୍ଚ ନେଉଥିଲେ, ଧରାପଡ଼ିଲେ

କେନ୍ଦୁଝର (ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ସହରପଡ଼ା ବ୍ଲକ୍‌ ଜେଇ ବିଭୁତି ଭୂଷଣ ପ୍ରଧାନ ଆଜି  ୭ ହଜାର ପାଞ୍ଚଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଏହାପରେ ତାଙ୍କ ସରକାରୀ କାର୍ଯ୍ୟାଳୟ, ସରକାରୀ ବାସଭବନ ଓ ପୈତୃକ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।

ମଲାରପଦା କମ୍ପ୍ୟୁନିଟି ସେଣ୍ଟର ଉନ୍ନତିକରଣ କାମର ବିଲ୍ କରିବା ପାଇଁ  ହେମନ୍ତ ମହାନ୍ତ ନାମକ ଜଣେ ଠିକାଦାରଙ୍କଠାରୁ ସେ ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ।

 



from Odisha Reporter https://ift.tt/2Y1fvig

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages