ଖୋଲିବ ସୁନ୍ଦରଗଡ଼ ବିସ୍ରା ଲାଇମ୍ ଷ୍ଟୋନ୍ କମ୍ପାନୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 22, 2019

ଖୋଲିବ ସୁନ୍ଦରଗଡ଼ ବିସ୍ରା ଲାଇମ୍ ଷ୍ଟୋନ୍ କମ୍ପାନୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ବିସ୍ରା ଲାଇମ୍ ଷ୍ଟୋନ୍ କମ୍ପାନୀ ପୁଣି ଖୋଲିବ। ଏହା ଆସନ୍ତା ସପ୍ତାହରେ ଖୋଲିବ ବୋଲି ସୂଚନା ମିଳିଛି।

ଇସ୍ପାତ ମନ୍ତ୍ରାଳୟ ପକ୍ଷରୁ ଦିଲ୍ଲୀସ୍ଥିତ ଉଦ୍ୟୋଗଭବନରେ ଆୟୋଜିତ ସମୀକ୍ଷା ବୈଠକ ଏନେଇ ନିଷ୍ପତ୍ତି ନିଆଯାଇଛି।  ବୈଠକରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ୍ ଓ ବୀରମିତ୍ରପୁର ବିଧାୟକ ଶଙ୍କର ଓରାମଙ୍କ ସହ ଇସ୍ପାତ ମନ୍ତ୍ରାଳୟର ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ।
ବିସ୍ରା ଲାଇମ୍ ଷ୍ଟୋନ୍ କମ୍ପାନୀ ସମ୍ପର୍କରେ ଦୀର୍ଘ ମିଆଦି ଯୋଜନା ପ୍ରସ୍ତୁତ କରାଯାଉଥିବା ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।



from Odisha Reporter https://ift.tt/30NM9R9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages