ବଢ଼ିଲା ଯୁକ୍ତ ଦୁଇ ନାମଲେଖା ଅବଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 5, 2019

ବଢ଼ିଲା ଯୁକ୍ତ ଦୁଇ ନାମଲେଖା ଅବଧି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇ ନାମଲେଖାର ଅବଧି ବଢ଼ିଛି। ପ୍ରଥମ ପର୍ଯ୍ୟାୟ ନାମଲେଖାକୁ ଆହୁରି ଦୁଇ ଦିନ ବୃଦ୍ଧି କରାଯାଇଛି। ଏନେଇ ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି।

ଆଗରୁ ଜୁଲାଇ ୩ ତାରିଖରୁ ୬ ତାରିଖ ଯାଏ ନାମଲେଖା ଧାର୍ଯ୍ୟ ହୋଇଥିଲା, ଯାହା ଆଜି ସରୁଥିଲା। ତେବେ ସର୍ଭରଜନିତ ତ୍ରୁଟି ପାଇଁ ଏହି ଅବଧିକୁ ଆହୁରି ୨ ଦିନ ବଢ଼ାଇ ଦେଇଛି ଗଣଶିକ୍ଷା ବିଭାଗ।

ତେବେ ୭ ତାରିଖ ରବିବାର ପଡୁଥିବାରୁ ୮ ଓ ୯ ତାରିଖରେ ଛାତ୍ରଛାତ୍ରୀ ନାମ ଲେଖାଇ ପାରିବେ ବୋଲି କୁହାଯାଇଛି।



from Odisha Reporter https://ift.tt/2RWO82p

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages