ସଂସଦରେ ସ୍ମାର୍ଟସିଟିର ଜଳବନ୍ଦୀ କଥା ଉଠାଇଲେ ଅପରାଜିତା   - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 1, 2019

ସଂସଦରେ ସ୍ମାର୍ଟସିଟିର ଜଳବନ୍ଦୀ କଥା ଉଠାଇଲେ ଅପରାଜିତା  

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ସଂସଦରେ ଭୁବନେଶ୍ୱରର ଜଳବନ୍ଦୀ ସମସ୍ୟା କଥା ଉଠାଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ। ସେ କହିଛନ୍ତି,“ ଘଣ୍ଟାଏ ବର୍ଷାରେ ଭୁବନେଶ୍ୱରରେ ଜଳବନ୍ଦୀ ଅବସ୍ଥା ସୃଷ୍ଟି ହେଉଛି। ଏନେଇ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ମିଳିତ ଭାବେ ଏହି ସମସ୍ୟାର ସମାଧାନ କରିବାକୁ ଦୃଷ୍ଟି ଆକର୍ଷଣ କରନ୍ତୁ।”

ସେ ଆହୁରି କହିଛନ୍ତି,“ ମୁଖ୍ୟ ଡ୍ରେନ୍‌ ଗୁଡ଼ିକ ଜବରଦଖଲ ହୋଇଯାଇଥିବାରୁ  ଜଳ ନିଷ୍କାସନ ହୋଇପାରୁନି। ଏହାସହ ଗଙ୍ଗୁଆ ନଦୀ ପୋତି ହୋଇଥିବାରୁ  ମଧ୍ୟ ଜଳ ନିଷ୍କାସନ ‌ଅସୁବିଧା ସୃଷ୍ଟି ହେଉଛି।”  ଏଥିପାଇଁ ବ୍ୟବସ୍ଥା କରିବାକୁ ସେ ଦାବି କରିଛନ୍ତି।



from Odisha Reporter https://ift.tt/2Xn8O9G

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages