ଓଲଟି ପଡ଼ିଲା କଣ୍ଟେନର; ଚାଲିଗଲା ୨୫ଟି ଗୋରୁଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 14, 2019

ଓଲଟି ପଡ଼ିଲା କଣ୍ଟେନର; ଚାଲିଗଲା ୨୫ଟି ଗୋରୁଙ୍କ ଜୀବନ

ଜଳେଶ୍ୱର (ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଲାଲପୁର ନିକଟରେ ୬୦ ନମ୍ବର ଜାତୀୟ ରାଜପଥରେ ଆଜି ସକାଳେ ଏକ ଗୋରୁ ବୋଝେଇ କଣ୍ଟେନର ଓଲଟି ପଡ଼ିବାରୁ ୨୫ଟି ଗୋରୁଙ୍କର ମୃତ୍ୟୁ ଘଟିଛି। ଏଥିରେ ୩୫ରୁ ଅଧିକ ଗୋରୁଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ଦୁର୍ଘଟଣା ପରେ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଥିଲେ। ସୂଚନା ଅନୁଯାୟୀ, ଏହି ଗୋରୁଗୁଡ଼ିକୁ ପଶ୍ଚିମବଙ୍ଗକୁ ଚାଲାଣ କରାଯାଉଥିଲା।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା। ପୁଲିସ ଘଟଣାର ତଦନ୍ତ କରୁଛି।

 



from Odisha Reporter https://ift.tt/2JHeHox

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages