ପାକିସ୍ତାନୀ ସେନାର ବିମାନ ଦୁର୍ଘଟଣାଗ୍ରସ୍ତ, ୧୫ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 29, 2019

ପାକିସ୍ତାନୀ ସେନାର ବିମାନ ଦୁର୍ଘଟଣାଗ୍ରସ୍ତ, ୧୫ ମୃତ

ନୂଆଦିଲ୍ଲୀ: ପାକିସ୍ତାନର ରାଓ୍ୱଲପିଣ୍ଡିରେ ସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି।  ସମସ୍ତ ଆହତଙ୍କୁ  ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବିମାନଟି ସହରର ଏକ ଜନବସତି ଅଞ୍ଚଳରେ  ଖସି ପଡିଥିବା ଜଣାଯାଇଛି।



from Odisha Reporter https://ift.tt/2Zjr0xZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages