ବାରିପଦା(ମାଣିକ ଲାଲ୍ ପାଣି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା କ୍ଷୁଦ୍ରଜଳସେଚନ ବିଭାଗର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଂଜିନିୟର ହୁଦେଶ୍ୱର ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଏକକାଳୀନ ୫ଟି ଜାଗାରେ ଚଢ଼ଉ ଚାଲିଛି। ଭୁବନେଶ୍ୱରରରେ ଏକ ଫ୍ଲାଟ୍, ବାରିପଦାରେ ଥିବା ଦୁଇ ମହଲା ଘର, କପ୍ତିପଦାରେ ପୈତୃକ ଘର ଏବଂ ବାଙ୍ଗିରିପୋଷି ଚନ୍ଦନପୁରରେ ଶ୍ୱଶୁର ଘର ଏବଂ କାର୍ଯ୍ୟାଳୟରେ ଚଢ଼ଉ କରାଯାଉଛି।
ତେବେ ଜମି ଜମା ସଂପର୍କିତ ବହୁ କାଗଜପତ୍ର, ଏକ କାର୍ ଓ ଦୁଇ ଚକିଆ ଗାଡ଼ି ମିଳିଥିବା ଜଣାପଡ଼ିଛି।
from Odisha Reporter https://ift.tt/2NZ0bOk
No comments:
Post a Comment