୯ ଜୁଲାଇ, ମଙ୍ଗବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 8, 2019

୯ ଜୁଲାଇ, ମଙ୍ଗବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଆର୍ଥିକ ନେଣଦେଣ କରନ୍ତୁ ନାହିଁ। ଗୁଡ଼ ଖାଇ ଘରୁ ବାହାରନ୍ତୁ, ସମସ୍ୟା ଟଳିଯିବ।

ବୃଷ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟସ୍ତତା ଭିତରେ ଦିନଟି କଟିବ।

ମିଥୁନ: ବଡ଼ ଭାଇ କିମ୍ବା ଅନ୍ୟ ଗୁରୁଜନଙ୍କ ସହଯୋଗ ମିଳିବ। ପାରିବାରିକ କଳହ ଦେଖାଦେଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କର୍କଟ: ବ୍ୟବସାୟରେ ଅର୍ଥ ଲଗାନ୍ତୁ ନାହିଁ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ମାନ-ସମ୍ମାନ ବୃଦ୍ଧି ପାଇବ।

ସିଂହ: ସନ୍ଧ୍ୟାରେ ଘରକୁ ଫେରି ଆସନ୍ତୁ। ଅଟକି ରହିଥିବା ଅର୍ଥ ଫେରି ପାଇବାର ଯୋଗ ରହିଛି। ଅପରାହ୍ଣ ପରେ ପିଲାଙ୍କୁ ନେଇ ଚିନ୍ତିତ ରହିବେ।

କନ୍ୟା: ବ୍ୟବସାୟରେ ସଫଳତା ମିଳିବ। ଧନ ପ୍ରାପ୍ତିର ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ।

ତୁଳା: ଜମି କିଣି ପାରନ୍ତି। ପିଲାମାନଙ୍କ ପାଖରୁ ଖୁସି ଖବର ପାଇବେ। ବନ୍ଧୁଙ୍କୁ ମନାଇବାକୁ ଚେଷ୍ଟା କରନ୍ତୁ।

ବିଚ୍ଛା: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମ ବ୍ୟାପାରରେ ସଫଳତା ମିଳିବ। ନିଜ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଧନୁ: ମନ ଖୁସି ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି।

ମକର: ଜରୁରୀ କାମ ଠିକ୍‌ ସମୟରେ କରନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ପାରିବାରିକ ସମ୍ପର୍କକୁ ନେଇ ସତର୍କ ରୁହନ୍ତୁ।

କୁମ୍ଭ: ପୁରୁଣା ଇଚ୍ଛା ପୂରଣ ହେବାର ଯୋଗ ରହିଛି। ଆପଣଙ୍କ ଗୁପ୍ତ ଖବର କାହାକୁ କୁହନ୍ତୁ ନାହିଁ। ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ।

ମୀନ: ମାନସିକ ଅଶାନ୍ତିରେ ଦିନଟି କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ।



from Odisha Reporter https://ift.tt/2NInBr7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages