୪୮ ଘଣ୍ଟା ମଧ୍ୟରେ ଲଘୁଚାପ: ଆଜି ଏହି ସବୁସ୍ଥାନରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 17, 2019

୪୮ ଘଣ୍ଟା ମଧ୍ୟରେ ଲଘୁଚାପ: ଆଜି ଏହି ସବୁସ୍ଥାନରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ। ତେବେ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ସହ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏହାସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କନ୍ଧମାଳ, ଓ ନୟାଗଡ଼। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି।

ସେ ଆହୁରି କହିଛନ୍ତି,“ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ଭଲ ବର୍ଷା ହେବ।”



from Odisha Reporter https://ift.tt/2GuE9gr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages