ପୋଲ ତଳୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 21, 2019

ପୋଲ ତଳୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର

ବ୍ରହ୍ମପୁର( ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ-କୋଦଲା ରାସ୍ତାର ଭରସାମଥୁରା ଗାଁ ନିକଟ ପୋଲ ତଳୁ ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ସ୍ଥାନୀୟ ଲୋକେ ସେଠାକୁ ଗାଧୋଇବାକୁ ଯାଇଥିବା ବେଳେ ମୃତଦେହଟିକୁ ଦେଖିଥିଲେ। ଏନେଇ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ।

ସୂଚନାଯୋଗ୍ୟ, କିଛିଦିନ ତଳେ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଦିଗିସିରା ନିକଟସ୍ଥ ରାସ୍ତାକଡ଼ରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଥିଲା। ଛୁଆଟିକୁ ଉଦ୍ଧାର କରାଯାଇ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଛୁଆଟି ସୁସ୍ଥ ହେବା ପରେ ତାକୁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଥିଲା।



from Odisha Reporter https://ift.tt/2M8eSvV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages