ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଅଞ୍ଚଳରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୧୦ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ୫ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଏବଂ ଜଗତସିଂହପୁର।
from Odisha Reporter https://ift.tt/2SUYvEk
No comments:
Post a Comment