ମାଲକାନଗିରିରେ ଲଗାଣ ବର୍ଷା; ଯୋଗାଯୋଗ ବିଚ୍ଛିନ୍ନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 28, 2019

ମାଲକାନଗିରିରେ ଲଗାଣ ବର୍ଷା; ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି(ଜିତେନ୍ଦ୍ର ବେଉରା): ତିନି ଦିନ ହେଲା ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ଏଥିଯୋଗୁ ଜିଲ୍ଲାର ସମସ୍ତ ଛୋଟ ଓ ବଡ଼ ନଦୀର ଜଳସ୍ତର ବୃଦ୍ଧି ପାଉଛି। ବର୍ଷା ଯୋଗୁ ପୋଟେରୁ, କାଙ୍କୋରକୋଣ୍ଡା, କନ୍ୟାଶ୍ରମ, ଏମ୍‌ଭି ୯୦ ଓ କୋରକୁଣ୍ଡା ଭଳି ସ୍ଥାନରେ ଥିବା ପୋଲ ଉପରେ ବର୍ଷା ଜଳ ପ୍ରବାହିତ ହେଉଛି। ତେଣୁ ମାଲକାନଗିରି-କାଲିମେଳା, କାଲିମେଳା-ପଡିଆ, କାଲିମେଳା-ମୋଟୁ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।  ପୋଲ ଉପରେ ପାଣି ପ୍ରଭାବିତ ହେଉଥିବାରୁ  ଉଭୟ ପଟେ ଗାଡ଼ି ମୋଟର ଅଟକି ରହିଛି। ଏହା ସହିତ ଜିଲ୍ଲାର ଆହୁରି ଅନେକ ଅଞ୍ଚଳ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି।

 



from Odisha Reporter https://ift.tt/2Zim0cR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages