ଆଜିଠୁ ଯୁକ୍ତ ଦୁଇ ଆଡମିଶନ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 2, 2019

ଆଜିଠୁ ଯୁକ୍ତ ଦୁଇ ଆଡମିଶନ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍  ଆଡମିଶନ୍ ହେବ। ୬ ତାରିଖ ଯାଏ ଏହି ନାମ ଲେଖା ପ୍ରକ୍ରିୟା ଚାଲିବ।

ଯୁକ୍ତ ଦୁଇ ପ୍ରଥମ ବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ  ୩୩ହଜାର ୫୭୩ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।

ଗତକାଲି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଥିଲା। ଜୁଲାଇ ୧୨ ରେ ଦ୍ୱିତୀୟ କଟ୍ ଅଫ୍ ପ୍ରକାଶ ପାଇବ। ସିଟ୍ ବଳକା ପଡ଼ିଲେ ସ୍ପଟ୍ ଆଡମିଶନ୍ କରାଯିବ। ଜୁଲାଇ ୨୯ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠ ପଢା ଆରମ୍ଭ ହେବ।



from Odisha Reporter https://ift.tt/2KUmnqm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages