ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 5, 2019

ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ(ଓଡ଼ିଶା ରିପୋର୍ଟର): ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ଏନେଇ ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି।

ଶ୍ରୀମନ୍ଦିରରୁ ରଥରେ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ଗତକାଲି ସଂଧ୍ୟାରେ ଚତୁର୍ଦ୍ଧା ମୂର୍ତ୍ତି ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ଗୋଟି ପହଣ୍ଡିରେ ଝୁଲି ଝୁଲି ଜନ୍ମବେଦୀକୁ ଯାଇଥିଲେ ଶ୍ରୀଜିଉ।

ପ୍ରଥମେ ରାମକୃଷ୍ଣ, ମଦନ ମୋହନ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରା ଓ ଶେଷରେ କାଳିଆ ସାଆନ୍ତ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ।

ଆଜିଠାରୁ ଆଡ଼ପ ଅବଢ଼ା ମିଳିବ ବୋଲି ସୂଚନା ଦିଆଯାଇଛି।



from Odisha Reporter https://ift.tt/2XMtU0v

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages