ଘର ସାମ୍ନାରୁ ଟାଣି ଆଣି ଦଳିଦେଲା ହାତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 31, 2019

ଘର ସାମ୍ନାରୁ ଟାଣି ଆଣି ଦଳିଦେଲା ହାତୀ

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ଆଠମଲ୍ଲିକ୍‌ ବନଖଣ୍ଡ ଅନ୍ତର୍ଗତ ହଣ୍ଡପା ବନାଞ୍ଚଳର ପ୍ରତାପପୁର ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ  ମଞ୍ଜୁଲତା ସାହୁ(୫୫)।

ଆଜି ସକାଳେ ମଞ୍ଜୁଲତା ଘର ସାମ୍ନାରେ ଠିଆ ହୋଇଥିବା ବେଳେ ହାତୀ ତାଙ୍କୁ ଟାଣି ଆଣି ଦଳିଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ  କ୍ଷତିପୂରଣ ଦାବିରେ ପ୍ରତାପପୁର ନିକଟରେ  ୫୫ ନମ୍ୱର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିଛି।



from Odisha Reporter https://ift.tt/2STSl7u

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages