ଗୁଣ୍ଡିଚା ମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 6, 2019

ଗୁଣ୍ଡିଚା ମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି

ପୁରୀ(ଓଡ଼ିଶା ରିପୋର୍ଟର): ମାଉସୀ ବାଡ଼ିରେ ତିନି ଦିଅଁଙ୍କର ଆଜି ବନକ ଲାଗି ନୀତି ହେବ। ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଆଡ଼ପ ମଣ୍ଡପରେ ବନକ ଲାଗି ହେବ। ଏଣୁ ରାତି ୯ଟା ପରଠାରୁ ଆଜି ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ବନକ ଲାଗି ନୀତି ପାଇଁ ୮ରୁ ୧୦ ଜଣ ଦତ୍ତମହାପାତ୍ର ସେବକ ମିଶି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିବେ।

ପହୁଡ଼ ଆଳତି ପରେ ଦୁଆର ପଡ଼ିବ। ଏହାପରେ ସେବାୟତମାନେ କସ୍ତୁରୀ, କେଶର, ହେଙ୍ଗୁଳ ଓ ହରତାଳର ମିଶ୍ରଣରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଶ୍ରୀମୁଖ ସିଂହାର କରିବେ।



from Odisha Reporter https://ift.tt/2JtrpY0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages