ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 24, 2019

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର ): ଖଣ୍ଡଗିରି ଥାନା ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ଜାତୀୟ ରାଜପଥ କଡ଼ରୁ ଯୁବକଙ୍କ ମୃତଦେହ  ଉଦ୍ଧାର ହୋଇଛି। ଏଯାଏ ମୃତକଙ୍କ ପରିଚୟ ମିଳିପାରିନି । ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ଖୋଳତାଡ଼ କରୁଛି ।

କିପରି ଯୁବକଙ୍କ ମୃତ୍ୟୁ ହେଲା, କିଏ ଏଥିରେ ସମ୍ପୃକ୍ତ ପୁଲିସ ସେ ଦିଗରେ ଅନୁସନ୍ଧାନ ଚଳାଇଛି।  ଏହି ଘଟଣା  ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।



from Odisha Reporter https://ift.tt/32MzO1s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages