ବାଇକ୍‌କୁ ଧକ୍କା ଦେଇ ରାସ୍ତା ତଳକୁ ଓଲଟିଲା ବୋଲେରୋ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 7, 2019

ବାଇକ୍‌କୁ ଧକ୍କା ଦେଇ ରାସ୍ତା ତଳକୁ ଓଲଟିଲା ବୋଲେରୋ

ଜଳେଶ୍ୱର(ଅଜିତ୍‌ ଦାସ): ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା କଣ୍ଠାଳିଆ ଛକରେ ଏକ ବୋଲେରୋ ବାଇକ୍‌କୁ ଧକ୍କା ଦେଇ ରାସ୍ତା ତଳକୁ ଓଲଟି ପଡ଼ିଛି। ଏଥିରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ବୋଲେରେ ଥିବା ଦୁଇ ଜଣ ଓ ବାଇକ୍‌ରେ ବସିଥିବା ୩ ଜଣ ବ୍ୟକ୍ତି ଆହତ ହୋଇଛନ୍ତି।

ସମସ୍ତଙ୍କୁ  ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ୱର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।



from Odisha Reporter https://ift.tt/2NBSH3F

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages