ବାର୍‌ହା ଆକ୍ରମଣରେ ବୃଦ୍ଧ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 25, 2019

ବାର୍‌ହା ଆକ୍ରମଣରେ ବୃଦ୍ଧ ଗୁରୁତର

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ବିଜିପୁର ଲେହଁଗାପଲ୍ଲୀ ସାହିର ଜଣେ ବୃଦ୍ଧ ଚାଷ ଜମିକୁ ଯାଇଥିବା ବେଳେ ତାଙ୍କୁ ବାରହା ଆକ୍ରମଣ କରିଥିଲା। ଏଥିରେ ସେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାଁ ମାଗି ଚରଣ ନାୟକ। ତାଙ୍କ ହାତ ଓ ଗୋଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଏହି ଅଞ୍ଚଳରେ ବାର୍‌ହା ଫସଲ ନଷ୍ଟ କରିବା ସହ ଲୋକଙ୍କୁ ଆକ୍ରମଣ କରୁଥିବା ବେଳେ ବନ ବିଭାଗର ନିଷ୍କ୍ରିୟତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।



from Odisha Reporter https://ift.tt/32VEty3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages