ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା; ଦୁଇ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 17, 2019

ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା; ଦୁଇ ମୃତ

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଚାନ୍ଦୋଲ ଛକରେ ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକମାନେ ସ୍ଥାନୀୟ ବାଲିଆ ଅଞ୍ଚଳର ବୋଲି ଜଣାପଡ଼ିଛି।
ଆହତଙ୍କୁ କେନ୍ଦ୍ରାପଡ଼ା ମୁଖ୍ୟ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାପରେ ଟ୍ରକ୍ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି।

ଗତକାଲି ଅପରାହ୍ଣ ୪ଟା ସମୟରେ ଅଟୋଟି ଦୁଇ ଜଣ ଯାତ୍ରୀଙ୍କୁ ନେଇ କେନ୍ଦ୍ରାପଡ଼ା ଆଡୁ ଆସୁଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ଅଟୋକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଅଟୋ ଚାଳକ ସମେତ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା।



from Odisha Reporter https://ift.tt/2JPehwe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages