ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା; ତିନି ମୃତ, ଦୁଇ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 12, 2019

ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା; ତିନି ମୃତ, ଦୁଇ ଗୁରୁତର

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଜିଲ୍ଲା ପାଲଲହଡ଼ାର ତିତିରି ରୋଡ୍ ବୁରୁକାନୀ ଛକରେ ଆଜି ସକାଳେ ଏକ୍‌ ଟ୍ରକ-କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ମୃତ୍ୟୁ ହୋଇଛି। ଆଉ ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ତାଳଚେର ମେଡିକାଲରେ ଭର୍ତ୍ତି କରାଯାଇଛି।


ସମସ୍ତ ମୃତାହତ କାର୍‌ରେ ଯାତ୍ରା କରୁଥିବା ବେଳେ ଏପରି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଜଣାପଡିଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ। କାର୍‌ଟି ଖୋର୍ଦ୍ଧା ଜଙ୍କିଆ ଅଞ୍ଚଳରୁ ରାଉରକେଲା ଯାଉଥିବା ସୂଚନା ମିଳିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2jG3Wdn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages