ଯଶୋବନ୍ତ ଜେଠୱାଙ୍କୁ ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 12, 2019

ଯଶୋବନ୍ତ ଜେଠୱାଙ୍କୁ ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୪ ବ୍ୟାଚ୍ ଆଇପିଏସ୍ ଯଶୋବନ୍ତ ଜେଠୱାଙ୍କୁ ଅତିରିକ୍ତ ପୁଲିସ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଶ୍ରୀ ଜେଠୱା ଏବେ ଏସପିଜି ଆଇଜି ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କୁ ଅତିରିକ୍ତ ଡିଜି ପାହ୍ୟାକୁ ପ୍ରୋଫର୍ମା ପଦୋନ୍ନତି ମିଳିଛି। ଏନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆନୁଷ୍ଠାନିକ ବିଜ୍ଞପ୍ତି ଜାରି ହୋଇଛି। ଶ୍ରୀ ଜେଠୱାଙ୍କୁ ମିଶାଇ ଓଡ଼ିଶା କ୍ୟଡରର ମୋଟ ୨୨ଜଣ ଆଇପିଏସ୍ ଏବେ ଅତିରିକ୍ତ ଡିଜି ପାହ୍ୟାରେ କାର୍ଯ୍ୟ କରୁଛନ୍ତି।



from Odisha Reporter https://ift.tt/2l8jZ3U

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages