ଆହୁରି ୨୪ ଘଣ୍ଟା ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 5, 2019

ଆହୁରି ୨୪ ଘଣ୍ଟା ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ମନ୍‌ସୁନ୍ ଟ୍ରଫ୍‌ ଲାଇନ୍ ଓ ଘୁର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେଉଛି। ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଓ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ଲାଗି ରହିବ। ଆଜି ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର,ଭଦ୍ରକ, ସୋନପୁର ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବ।”

ସେ ଆହୁରି କହିଛନ୍ତି,“ଘୁର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିବ। ଏନେଇ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି।”



from Odisha Reporter https://ift.tt/2XOusD3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages