୨ ଜୁଲାଇ, ମଙ୍ଗଳବାର: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 1, 2019

୨ ଜୁଲାଇ, ମଙ୍ଗଳବାର: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ

ମେଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶରୀର ସୁସ୍ଥ ରହିବ।

ମିଥୁନ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

ସିଂହ: ମନ ବିଚଳିତ ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ତୁଳା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ଧନୁ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ଯାନବାହନ କିଣିପାରନ୍ତି।

ମକର:  ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ପଦୋନ୍ନତିର ଯୋଗ ରହିଛି।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି। ବିଦେଶରୁ ଖୁସି ଖବର ଆସିପାରେ।

ମୀନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।



from Odisha Reporter https://ift.tt/2LB1Fvz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages